Cyclone Threat Around October 28? Odisha and Andhra Pradesh Coasts on Alert

ବାତ୍ୟା ଆଶଙ୍କା ଭିତରେ ଉତ୍ତର ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ। ବର୍ତ୍ତମାନ ଥାଇଲାଣ୍ଡ ଉପସାଗର ସଂଲଗ୍ନ ମିଆଁମାର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ୩ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। ଅନେକ ବିଦେଶୀ ପାଣିପାଗ ଏଜେନ୍ସି ବାତ୍ୟା ସୃଷ୍ଟି ହେବା ନିଶ୍ଚିତ ବୋଲି ଦର୍ଶାଇଛନ୍ତି। ଏପରିକି ସାଇକ୍ଲୋନ୍ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳ ଦେଇ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛନ୍ତି। ୟୁରୋପିଆନ୍ ମଡେଲ କହିଛି, ସମ୍ଭାବ୍ୟ ବାତ୍ୟା ୨୭ତାରିଖ ବେଳକୁ ଉପକୂଳ ନିକଟବର୍ତ୍ତୀ…
Read the full report on Otv News
Story file
- Section
- Science
- Topics
- Weather & monsoon, ISRO & space, AI & gadgets
- Places
- Andhra Pradesh, Odisha
- First reported by
- Otv News
- Reporter
- otv
- Published
- Wednesday, 21 October 2026, 11:21 pm IST
- Coverage
- One outlet so far
How this page works. The Headline Update lists this report from Otv News with a short summary and a link to the original. The original reporting and photograph belong to the publisher. Spotted an error in our summary? Tell our corrections desk.




